କାହ୍ନୁ ଚରଣ ନାୟକ

ଉଇକିପିଡ଼ିଆ‌ରୁ
କାହ୍ନୁ ଚରଣ ନାୟକ
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ନିର୍ବାଚନ ମଣ୍ଡଳୀକୋଦଳା
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ନିର୍ବାଚନ ମଣ୍ଡଳୀକୋଦଳା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୮ ସେପ୍ଟେମ୍ବର ୧୯୮୯(୧୯୮୯-୦୯-୨୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଇ)
ଜୀବନ ସାଥୀମାୟା ନାୟକ
ବାପା/ବୋଉଆଦିକନ୍ଦ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

କାହ୍ନୁ ଚରଣ ନାୟକ (ମୃତ୍ୟୁ: ୨୮ ସେପ୍ଟେମ୍ବର ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୭୪ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କାହ୍ନୁ ଚରଣ ନାୟକଙ୍କ ବାପାଙ୍କ ନାମ ଆଦିକନ୍ଦ ନାୟକ ଓ ପତ୍ନୀଙ୍କ ନାମ ମାୟା ନାୟକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କାହ୍ନୁ ଚରଣ ନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

କାହ୍ନୁ ଚରଣ ନାୟକ ୧୯୮୯ ମସିହାର ସେପ୍ଟେମ୍ବର ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Kanhu Charan Nayak". odishaassembly.nic.in. Odisha Assembly. Retrieved 5 September 2022.