କାହ୍ନୁ ଚରଣ ନାୟକ
ଦେଖଣା
କାହ୍ନୁ ଚରଣ ନାୟକ | |
---|---|
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ନିର୍ବାଚନ ମଣ୍ଡଳୀ | କୋଦଳା |
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ନିର୍ବାଚନ ମଣ୍ଡଳୀ | କୋଦଳା |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୨୮ ସେପ୍ଟେମ୍ବର ୧୯୮୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ (ଇ) |
ଜୀବନ ସାଥୀ | ମାୟା ନାୟକ |
ବାପା/ବୋଉ | ଆଦିକନ୍ଦ ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
କାହ୍ନୁ ଚରଣ ନାୟକ (ମୃତ୍ୟୁ: ୨୮ ସେପ୍ଟେମ୍ବର ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୭୪ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]କାହ୍ନୁ ଚରଣ ନାୟକଙ୍କ ବାପାଙ୍କ ନାମ ଆଦିକନ୍ଦ ନାୟକ ଓ ପତ୍ନୀଙ୍କ ନାମ ମାୟା ନାୟକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କାହ୍ନୁ ଚରଣ ନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]କାହ୍ନୁ ଚରଣ ନାୟକ ୧୯୮୯ ମସିହାର ସେପ୍ଟେମ୍ବର ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Kanhu Charan Nayak". odishaassembly.nic.in. Odisha Assembly. Retrieved 5 September 2022.