କାହ୍ନୁ ସୋରେନ

ଉଇକିପିଡ଼ିଆ‌ରୁ
କାହ୍ନୁ ସୋରେନ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ନିର୍ବାଚନ ମଣ୍ଡଳୀକୁଳିଅଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1948-04-01) ୧ ଅପ୍ରେଲ ୧୯୪୮ (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀସରସ୍ୱତୀ ସୋରେନ
ବାପା/ବୋଉକରୁଣାକର ସୋରେନ (ବାପା)
ବୃତ୍ତିରାଜନୀତିଜ୍ଞ

କାହ୍ନୁ ସୋରେନ (ଜନ୍ମ: ୧ ଅପ୍ରେଲ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୁଳିଅଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କାହ୍ନୁ ସୋରେନ ୧୯୪୮ ମସିହାର ଅପ୍ରେଲ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କରୁଣାକର ସୋରେନ ଓ ପତ୍ନୀଙ୍କ ନାମ ସରସ୍ୱତୀ ସୋରେନ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କାହ୍ନୁ ସୋରେନ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Kanhu Soren". odishaassembly.nic.in. Odisha Assembly. Retrieved 27 August 2022.