Jump to content

କିଣେଇ ସାମଲ

ଉଇକିପିଡ଼ିଆ‌ରୁ
କିଣେଇ ସାମଲ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭  ୧୯୪୬
ନିର୍ବାଚନ ମଣ୍ଡଳୀଉତ୍ତର କଟକ ସଦର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳଇଉନାଇଟେଡ ପାର୍ଟି
ବୃତ୍ତିରାଜନୀତିଜ୍ଞ

କିଣେଇ ସାମଲ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[][]

ରାଜନୈତିକ ଜୀବନ

[ସମ୍ପାଦନା]

କିଣେଇ ସାମଲ ଇଉନାଇଟେଡ ପାର୍ଟିର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[]

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)
  2. 1 2 "Shri Kinai Samal". odishaassembly.nic.in. Odisha Assembly. Retrieved 14 November 2023.