କିଶୋର କୁମାର ମହାନ୍ତି

ଉଇକିପିଡ଼ିଆ ରୁ
Jump to navigation Jump to search
କିଶୋର କୁମାର ମହାନ୍ତି
Kishore Kumar Mohanty.jpg
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀରାଧାରାଣୀ ପଣ୍ଡା
ନିର୍ବାଚନ ମଣ୍ଡଳୀବ୍ରଜରାଜନଗର
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ
ପର ଅଧିକାରୀନବ କିଶୋର ଦାସ
ନିର୍ବାଚନ ମଣ୍ଡଳୀଝାରସୁଗୁଡ଼ା
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ
ପର ଅଧିକାରୀବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ
ନିର୍ବାଚନ ମଣ୍ଡଳୀଝାରସୁଗୁଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1958-12-04) ୪ ଡିସେମ୍ବର ୧୯୫୮ (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଜୀବନ ସାଥୀଅଳକା ମହାନ୍ତି
ବାପା/ବୋଉଗୋଲକ ଚନ୍ଦ୍ର ମହାନ୍ତି (ବାପା)
ବୃତ୍ତିରାଜନୀତିଜ୍ଞ

କିଶୋର କୁମାର ମହାନ୍ତି (ଜନ୍ମ: ୪ ଡିସେମ୍ବର ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୧୯୯୦, ୨୦୦୦, ୨୦୦୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଝାରସୁଗୁଡ଼ାବ୍ରଜରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୨ଶ, ୧୩ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କିଶୋର କୁମାର ମହାନ୍ତି ୧୯୫୮ ମସିହାର ଡିସେମ୍ବର ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୋଲକ ଚନ୍ଦ୍ର ମହାନ୍ତି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କିଶୋର କୁମାର ମହାନ୍ତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଥିଲେ । ୨୦୦୪ ମସିହାରୁ୨୦୦୮ ପର୍ଯ୍ୟନ୍ତ ସେ ଶାସକ ଦଳର ମୁଖ୍ୟ ଭାବରେ କାର୍ଯ୍ୟ କରିଥିଲେ ଏବଂ ୨୦୦୮ ମସିହାରୁ ୨୦୦୯ ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାର ବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ଝାରସୁଗୁଡ଼ା ଜନତା ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ଝାରସୁଗୁଡ଼ା ବିଜୁ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ଝାରସୁଗୁଡ଼ା ବିଜୁ ଜନତା ଦଳ
୨୦୦୦ ଏବେଯାଏଁ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ବ୍ରଜରାଜନଗର ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Kishore Kumar Mohanty". odishaassembly.nic.in. Odisha Assembly. Retrieved 6 August 2021.