କିଶୋର ଚନ୍ଦ୍ର ତରାଇ
Appearance
କିଶୋର ଚନ୍ଦ୍ର ତରାଇ | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ବେଦ ପ୍ରକାଶ ଅଗ୍ରୱାଲା |
ପର ଅଧିକାରୀ | ସିପ୍ରା ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | କେନ୍ଦ୍ରାପଡ଼ା |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୧୪ – ୨୦୦୧୯ | |
ପୂର୍ବ ଅଧିକାରୀ | ତପନ କୁମାର ଦାସ |
ନିର୍ବାଚନ ମଣ୍ଡଳୀ | କେନ୍ଦ୍ରାପଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଜାନୁଆରୀ ୧୯୭୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | ବିମ୍ବାଧର ତରାଇ (ବାପା) |
ବୃତ୍ତି | ରାଜନୀତିଜ୍ଞ |
କିଶୋର ଚନ୍ଦ୍ର ତରାଇ (ଜନ୍ମ: ୫ ଜାନୁଆରୀ ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । କିଶୋର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୪ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ପଟ୍ଟାମୁଣ୍ଡାଇ ଓ କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ସେ ୧୩ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପରିବାର ଓ ଶିକ୍ଷା
[ସମ୍ପାଦନା]କିଶୋର ଚନ୍ଦ୍ର ତରାଇ ୧୯୭୨ ମସିହାର ଜାନୁଆରୀ ମାସ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିମ୍ବାଧର ତରାଇ ।[୧] କିଶୋରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କିଶୋର ଚନ୍ଦ୍ର ତରାଇ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Kishore Chandra Tarai". odishaassembly.nic.in. Odisha Assembly. Retrieved 28 December 2019.