କିଶୋର ଦାଶ
Appearance
କିଶୋର ଦାଶ | |
---|---|
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ପ୍ରସନ୍ନ କୁମାର ଦାସ |
ପର ଅଧିକାରୀ | ବିମଳ ଲୋଚନା ଦାସ |
ନିର୍ବାଚନ ମଣ୍ଡଳୀ | ବାରିପଦା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା |
ବୃତ୍ତି | ରାଜନୀତିଜ୍ଞ |
କିଶୋର ଦାଶ ଜଣେ ଓଡ଼ିଆ ରାଜନୀତିଜ୍ଞ । କିଶୋର ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କିଶୋର ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Kishore Dash". odishaassembly.nic.in. Odisha Assembly. Retrieved 20 September 2019.