କୁଇନାପ୍ରିଲ

ଉଇକିପିଡ଼ିଆ‌ରୁ
କୁଇନାପ୍ରିଲ
Clinical data
Trade namesAccupril, others
AHFS/Drugs.commonograph
MedlinePlusa692026
Pregnancy
category
  • D
Routes of
administration
By mouth
ATC code
Legal status
Legal status
  • ℞ (Prescription only)
Pharmacokinetic data
Protein binding97%
Elimination half-life2 hours
Identifiers
  • (3S)-2-[(2S)-2-[[(2S)-1-ethoxy-1-oxo-4-phenylbutan-2-yl]amino]propanoyl]-3,4-dihydro-1H-isoquinoline-3-carboxylic acid
CAS Number
PubChem CID
IUPHAR/BPS
DrugBank
ChemSpider
UNII
KEGG
ChEBI
ChEMBL
Chemical and physical data
FormulaC25H30N2O5
Molar mass438.516 g/mol
3D model (JSmol)
Melting point120 to 130 °C (248 to 266 °F)
  • O=C(OCC)[C@@H](N[C@H](C(=O)N2[C@H](C(=O)O)Cc1c(cccc1)C2)C)CCc3ccccc3
  • InChI=1S/C25H30N2O5/c1-3-32-25(31)21(14-13-18-9-5-4-6-10-18)26-17(2)23(28)27-16-20-12-8-7-11-19(20)15-22(27)24(29)30/h4-12,17,21-22,26H,3,13-16H2,1-2H3,(H,29,30)/t17-,21-,22-/m0/s1 checkY
  • Key:JSDRRTOADPPCHY-HSQYWUDLSA-N checkY
  (verify)

କୁଇନାପ୍ରିଲ (ଇଂରାଜୀ ଭାଷାରେ Quinapril, ଏକ ବିକ୍ରୟ ନାମ ଆକୁପ୍ରିଲ/ Accupril) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, ହୃଦ୍‌ପାତମଧୁମେହ ବୃକ୍‌କ ରୋଗ (diabetic kidney disease) ଇତ୍ୟାଦି ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ ।[୧] ଉଚ୍ଚ ରକ୍ତଚାପ ରୋଗରେ ଏହା ଏକ ଉଚିତ ପ୍ରାରମ୍ଭିକ ଚିକିତ୍ସା । [୧] ଏହା ପାଟିରେ ଦିଆଯାଏ । [୧]

କୁଇନାପ୍ରିଲର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ବିନ୍ଧା, ମୁଣ୍ଡ ଓଜନିଆ, ଥକ୍କାଣ ଅନୁଭବ ଓ କାଶ ହୋଇପାରେ । [୧] ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ବୃକ୍‌କ ସମସ୍ୟା, ଯକୃତ ସମସ୍ୟ, ଅଳ୍ପ ରକ୍ତଚାପ (low blood pressure), ଅଧିକ ରକ୍ତ ପୋଟାସିଅମ (high blood potassium) ଓ ଆଞ୍ଜିଓଇଡିମା ହୋଇପାରେ ।[୧] ଗର୍ଭାବସ୍ଥାସ୍ତନ୍ୟପାନ ସମୟରେ ଏହା ଦିଆଯାଏ ନାହିଁ ।[୨] ଏହା ଏକ ଏସିଇ ଇନହିବିଟର (ACE inhibitor) ଓ ରେନିନ-ଆଞ୍ଜିଓଟେନସିନ ସିସ୍ଟମର (renin-angiotensin-aldosterone system) କାର୍ଯ୍ୟକୁ କମେଇଦେଇ କାର୍ଯ୍ୟକ୍ଷମ ହୁଏ ।[୧]

କୁଇନାପ୍ରିଲ ସନ ୧୯୮୦ରେ ପେଟେଣ୍ଟ ହେବା ପରେ ସନ ୧୯୮୯ରେ ଡାକ୍ତରୀ ବ୍ୟବ‌ହାର ନିମନ୍ତେ ସ୍ୱୀକୃତ ହୋଇଥିଲା । [୩] ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ ।[୪] ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା ।[୪] ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୩.୫୦ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । [୫] ସନ ୨୦୧୬ରେ ଏହାର ୨ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୦୮ତମ ସ୍ଥାନରେ ଥଲା ।[୬]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Quinapril Hydrochloride Monograph for Professionals". Drugs.com (in ଇଂରାଜୀ). American Society of Health-System Pharmacists. Retrieved 3 March 2019.
  2. "Quinapril Pregnancy and Breastfeeding Warnings". Drugs.com (in ଇଂରାଜୀ). Retrieved 3 March 2019.
  3. Fischer, Jnos; Ganellin, C. Robin (2006). Analogue-based Drug Discovery (in ଇଂରାଜୀ). John Wiley & Sons. p. 468. ISBN 9783527607495.
  4. ୪.୦ ୪.୧ British national formulary : BNF 76 (76 ed.). Pharmaceutical Press. 2018. p. 172. ISBN 9780857113382.
  5. "NADAC as of 2019-02-27". Centers for Medicare and Medicaid Services (in ଇଂରାଜୀ). Archived from the original on 2019-03-06. Retrieved 3 March 2019.
  6. "The Top 300 of 2019". clincalc.com. Retrieved 22 December 2018.

ବାହ୍ୟ ଲିଙ୍କ[ସମ୍ପାଦନା]