କୁମାର ଚନ୍ଦ୍ର ବେହେରା

ଉଇକିପିଡ଼ିଆ‌ରୁ
କୁମାର ଚନ୍ଦ୍ର ବେହେରା
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀମଦନ ମୋହନ ପ୍ରଧାନ
ପର ଅଧିକାରୀବୃନ୍ଦାବନ ବେହେରା
ନିର୍ବାଚନ ମଣ୍ଡଳୀତାଳଚେର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1939-10-06)ଅକ୍ଟୋବର ୬, ୧୯୩୯
ମୃତ୍ୟୁ୭ ଜାନୁଆରୀ ୨୦୧୭(2017-01-07) (ବୟସ ୭୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନ କଂଗ୍ରେସ
ଜୀବନ ସାଥୀପୁଷ୍ପାଞ୍ଜଳୀ ବେହେରା
ବାପା/ବୋଉବଳଭଦ୍ର ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

କୁମାର ଚନ୍ଦ୍ର ବେହେରା (୬ ଅକ୍ଟୋବର ୧୯୩୯ - ୭ ଜାନୁଆରୀ ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କୁମାର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ତାଳଚେର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କୁମାର ଚନ୍ଦ୍ର ବେହେରା ୧୯୩୯ ମସିହାର ଅକ୍ଟୋବର ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଳଭଦ୍ର ବେହେରା ଓ ପତ୍ନୀଙ୍କ ନାମ ପୁଷ୍ପାଞ୍ଜଳୀ ବେହେରା । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବିଜ୍ଞାନରେ ଇଣ୍ଟରମିଡିଏଟ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କୁମାର ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

କୁମାର ଚନ୍ଦ୍ର ବେହେରା ୨୦୧୭ ମସିହାର ଜାନୁଆରୀ ମାସ ୭ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Kumar Chandra Behera". odishaassembly.nic.in. Odisha Assembly. Retrieved 16 July 2020.