କୁମାର ମାଝୀ
ଦେଖଣା
କୁମାର ମାଝୀ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଜନାର୍ଦନ ଭଞ୍ଜ ଦେଓ, କୃଷ୍ଣ ଚନ୍ଦ୍ର ମହାପାତ୍ର |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଫେବୃଆରୀ ୧୦, ୧୯୪୩ |
ମୃତ୍ୟୁ | ୨୭ ଜାନୁଆରୀ ୨୦୧୩ | (ବୟସ ୬୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ଜୀବନ ସାଥୀ | ମନ୍ଦୋଦରୀ ମାଝୀ |
ସନ୍ତାନ | ୧ ପୁଅ, ୩ ଝିଅ |
ବାପା/ବୋଉ | ଧର୍ମ ମାଝୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
କୁମାର ମାଝୀ (ଜନ୍ମ: ୧୦ ଫେବୃଆରୀ ୧୯୪୩ - ୨୧ ଜାନୁଆରୀ ୨୦୧୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଆଧାର
[ସମ୍ପାଦନା]- ↑ "Late Kumar Majhi". odishaassembly.nic.in. Odisha Assembly. Retrieved 16 July 2019.