କୁମାର ମାଝୀ

ଉଇକିପିଡ଼ିଆ‌ରୁ
କୁମାର ମାଝୀ
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଜନାର୍ଦନ ଭଞ୍ଜ ଦେଓ, କୃଷ୍ଣ ଚନ୍ଦ୍ର ମହାପାତ୍ର
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1943-02-10)ଫେବୃଆରୀ ୧୦, ୧୯୪୩
ମୃତ୍ୟୁ୨୭ ଜାନୁଆରୀ ୨୦୧୩(2013-01-27) (ବୟସ ୬୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ଜୀବନ ସାଥୀମନ୍ଦୋଦରୀ ମାଝୀ
ସନ୍ତାନ୧ ପୁଅ, ୩ ଝିଅ
ବାପା/ବୋଉଧର୍ମ ମାଝୀ (ବାପା)
ବୃତ୍ତିରାଜନୀତିଜ୍ଞ

କୁମାର ମାଝୀ (ଜନ୍ମ: ୧୦ ଫେବୃଆରୀ ୧୯୪୩ - ୨୧ ଜାନୁଆରୀ ୨୦୧୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଆଧାର[ସମ୍ପାଦନା]

  1. "Late Kumar Majhi". odishaassembly.nic.in. Odisha Assembly. Retrieved 16 July 2019.