କୁମୁଦ ଚନ୍ଦ୍ର ସିଂହ
କୁମୁଦ ଚନ୍ଦ୍ର ସିଂହ | |
---|---|
ବିଧାୟକ: ୨ୟ, ୩ୟ, ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୭୧ | |
ପୂର୍ବ ଅଧିକାରୀ | ହୃଷିକେଶ ତ୍ରିପାଠୀ |
ପର ଅଧିକାରୀ | ଦେବରାଜ ସାହୁ |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅପ୍ରେଲ ୨୩, ୧୯୨୪ |
ମୃତ୍ୟୁ | ୨୬ ଫେବୃଆରୀ ୧୯୯୧ | (ବୟସ ୬୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଜୀବନ ସାଥୀ | ଶିଲା କୁମାରୀ |
ବାପା/ବୋଉ | ନବକିଶୋର ଚନ୍ଦ୍ର ସିଂହ ମର୍ଦ୍ଦରାଜ ଜଗଦେବ (ବାପା) |
ବୃତ୍ତି | ରାଜନୀତିଜ୍ଞ |
କୁମୁଦ ଚନ୍ଦ୍ର ସିଂହ (୨୩ ଅପ୍ରେଲ ୧୯୨୪ - ୨୬ ଫେବୃଆରୀ ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କୁମୁଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]କୁମୁଦ ଚନ୍ଦ୍ର ସିଂହ ୧୯୨୪ ମସିହାର ଅପ୍ରେଲ ମାସ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନବକିଶୋର ଚନ୍ଦ୍ର ସିଂହ ମର୍ଦ୍ଦରାଜ ଜଗଦେବ ଓ ପତ୍ନୀଙ୍କ ନାମ ଶିଲା କୁମାରୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କୁମୁଦ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]କୁମୁଦ ଚନ୍ଦ୍ର ସିଂହ ୧୯୯୧ ମସିହାର ଫେବୃଆରୀ ମାସ ୨୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Kumud Chandra Singh". odishaassembly.nic.in. Odisha Assembly. Retrieved 24 June 2020.