କୃପାନିଧି ନାଏକ
ଦେଖଣା
କୃପାନିଧି ନାଏକ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଉଦିତ ପ୍ରତାପ ଶେଖର ଦେଓ, ଗଙ୍ଗାଧର ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ସୁନ୍ଦରଗଡ଼ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୬୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
କୃପାନିଧି ନାଏକ (ମୃତ୍ୟୁ: ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୁନ୍ଦରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କୃପାନିଧି ନାଏକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରୁ ୧୯୫୯ ମସିହା ପର୍ଯ୍ୟନ୍ତ ଓଡ଼ିଶା ବିଧାନ ସଭାରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]କୃପାନିଧି ନାଏକ ୧୯୬୯ ମସିହାରେ ମୃତ୍ୟୁବରଣ କରିଥିଲେ । ୬ ଅକ୍ଟୋବର ୧୯୬୯ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Krupanidhi Naik". odishaassembly.nic.in. Odisha Assembly. Retrieved 27 June 2021.