Jump to content

କେଙ୍ଗମ ସୂର୍ଯ୍ୟ ରାଓ

ଉଇକିପିଡ଼ିଆ‌ରୁ
କେଙ୍ଗମ ସୂର୍ଯ୍ୟ ରାଓ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪  ୨୦୧୯
ପୂର୍ବ ଅଧିକାରୀକୋଦୁରୁ ନାରାୟଣ ରାଓ
ପର ଅଧିକାରୀକୋଦୁରୁ ନାରାୟଣ ରାଓ
ନିର୍ବାଚନ ମଣ୍ଡଳୀପାରଳାଖେମୁଣ୍ଡି
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

କେଙ୍ଗମ ସୂର୍ଯ୍ୟ ରାଓ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ରାଜନୈତିକ ଜୀବନ

[ସମ୍ପାଦନା]

କେଙ୍ଗମ ସୂର୍ଯ୍ୟ ରାଓ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[]

  1. 1 2 "Shri Kengam Surya Rao". odishaassembly.nic.in. Odisha Assembly. Retrieved 24 May 2022.