କେଶବ ସାହୁ
ଦେଖଣା
କେଶବ ସାହୁ | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା (ଉପ) | |
କାର୍ଯ୍ୟକାଳ ୧୯୯୮ – ୨୦୦୦ | |
ପୂର୍ବ ଅଧିକାରୀ | ପ୍ରସନ୍ନ କୁମାର ପଣ୍ଡା |
ପର ଅଧିକାରୀ | ଅନୁପ କୁମାର ସାଏ |
ନିର୍ବାଚନ ମଣ୍ଡଳୀ | ବ୍ରଜରାଜନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ନଭେମ୍ବର ୧୯୫୦ |
ମୃତ୍ୟୁ | ୭ ଅପ୍ରେଲ ୨୦୧୨ | (ବୟସ ୬୧)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
କେଶବ ସାହୁ (୨ ନଭେମ୍ବର ୧୯୫୦ - ୭ ଅପ୍ରେଲ ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୮ ମସିହାରେ ହୋଇଥିବା ଉପ-ନିର୍ବାଚନରେ ସେ ବ୍ରଜରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]କେଶବ ସାହୁ ୧୯୫୦ ମସିହାର ନଭେମ୍ବର ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କେଶବ ସାହୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ମୃତ୍ୟୁ
[ସମ୍ପାଦନା]କେଶବ ସାହୁ ୨୦୧୨ ମସିହାର ଅପ୍ରେଲ ମାସ ୭ ତାରିଖରେ ମୃତ୍ୟବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Keshab Sahoo". odishaassembly.nic.in. Odisha Assembly. Retrieved 24 August 2022.