କୈଳାଶ ଚନ୍ଦ୍ର କୁଳେଶିକା

ଉଇକିପିଡ଼ିଆ‌ରୁ
କୈଳାଶ ଚନ୍ଦ୍ର କୁଳେଶିକା
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀଝିନ ହିକକା
ପର ଅଧିକାରୀପ୍ରଭୁ ଜାନି
ନିର୍ବାଚନ ମଣ୍ଡଳୀଲକ୍ଷ୍ମୀପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

କୈଳାଶ ଚନ୍ଦ୍ର କୁଳେଶିକା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲକ୍ଷ୍ମୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କୈଳାଶ ଚନ୍ଦ୍ର କୁଳେଶିକା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି ।[୨] ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ଏବଂ ୨୦୨୧ ମସିହାରେ କଂଗ୍ରେସରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ ।[୩] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Kailash Chandra Kulesika". odishaassembly.nic.in. Odisha Assembly. Retrieved 14 February 2022.
  2. "ବିଜେଡିରେ ସାମିଲ ହେଲେ ଲକ୍ଷ୍ମୀପୁରର ପୁର୍ବତନ ବିଧାୟକ କୈଳାଶ କୁଲେସିକା | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 20 October 2021. Archived from the original on 3 March 2022. Retrieved 3 March 2022.
  3. Bisoyi, Sujit Kumar (21 October 2021). "Odisha: Ahead of rural polls, another leader from Congress' Koraput bastion joins BJD | Bhubaneswar News - Times of India". The Times of India (in English). Bhubaneswar. Retrieved 19 February 2022.{{cite news}}: CS1 maint: unrecognized language (link)