କୈଳାଶ ଚନ୍ଦ୍ର ମହାପାତ୍ର
Appearance
କୈଳାଶ ଚନ୍ଦ୍ର ମହାପାତ୍ର | |
---|---|
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୯୦ | |
ପୂର୍ବ ଅଧିକାରୀ | ଗଙ୍ଗାଧର ପାଇକରାୟ |
ପର ଅଧିକାରୀ | ଗଙ୍ଗାଧର ପାଇକରାୟ |
ନିର୍ବାଚନ ମଣ୍ଡଳୀ | ବେଗୁନିଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ମାର୍ଚ୍ଚ ୧୯୪୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସୁଶୀଳା ମହାପାତ୍ର |
ବାପା/ବୋଉ | ବଂଶୀଧର ମହାପାତ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
କୈଳାଶ ଚନ୍ଦ୍ର ମହାପାତ୍ର (ଜନ୍ମ: ୨ ମାର୍ଚ୍ଚ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କୈଳାଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଛନ୍ତି । ୧୯୮୦ ଓ ୧୯୮୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବେଗୁନିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]କୈଳାଶ ଚନ୍ଦ୍ର ମହାପାତ୍ର ୧୯୪୫ ମସିହାର ମାର୍ଚ୍ଚ ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଂଶୀଧର ମହାପାତ୍ର ଏବଂ ପତ୍ନୀଙ୍କ ନାମ ସୁଶୀଳା ମହାପାତ୍ର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କୈଳାଶ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Kailash Chandra Mohapatra". odishaassembly.nic.in. Odisha Assembly. Retrieved 13 May 2020.