ଖଲ୍ଲିକୋଟ ବରିଡ଼ା

ଉଇକିପିଡ଼ିଆ ରୁ
Jump to navigation Jump to search
ଖଲ୍ଲିକୋଟ ବରିଡ଼ା
ଗାଁ
ଦେଶଭାରତ
ରାଜ୍ୟଓଡ଼ିଶା
ଜିଲ୍ଲାଗଞ୍ଜାମ
ପଞ୍ଚାୟତ ସମିତିବେଗୁନିଆପଡ଼ା
ଗ୍ରାମ ପଞ୍ଚାୟତଖଲ୍ଲିକୋଟ ବରିଡ଼ା
ଭାଷାଓଡ଼ିଆ, ଇଂରାଜୀ
IST (+୫.୩୦)
ପିନ କୋଡ଼୭୬୧ ୦୩୧[୧]
Area code(s)+୦୬୮୧୦
ଗାଡ଼ି ପଞ୍ଜିକରଣOR/07

ଖଲ୍ଲିକୋଟ ବରିଡ଼ା ଗାଁ ଓଡ଼ିଶାର ଗଞ୍ଜାମ ଜିଲ୍ଲାର ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ କୋଦଳା ଥାନା ଅଧୀନରେ ଥିବା ଏକ ଗାଆଁ ।

ଗମନାଗମନ[ସମ୍ପାଦନା]

ଏହା ବେଗୁନିଆପଡ଼ା ନିକଟରେ ଅବସ୍ଥିତ । ଏହା ଛତ୍ରପୁର ଠାରୁ ୭୦ କି.ମି. ଦୂରରେ ଅବସ୍ଥିତ ।

ବିଶେଷତା[ସମ୍ପାଦନା]

ଏଠାରେ ଖରଖରି ନାମରେ ଏକ ଛୋଟ ନଈ ବହି ଯାଇଛି ।

ଶିକ୍ଷା[ସମ୍ପାଦନା]

ବିଦ୍ୟାଳୟ[ସମ୍ପାଦନା]

ଏହି ଗାଁରେ ଗୋଟିଏ ପ୍ରାଥମିକ, ଗୋଟିଏ ମାଧ୍ୟମିକ ଓ ଗୋଟିଏ ଉଚ୍ଚବିଦ୍ୟାଳୟ ଅଛି ।

ଅନ୍ୟାନ୍ୟ[ସମ୍ପାଦନା]

ପର୍ଯ୍ୟଟନ[ସମ୍ପାଦନା]

ଏହି ଗାଆଁରେ ପୂରାତନ ଅମରେଶ୍ୱର ଶିବ ମନ୍ଦିରଜଗନ୍ନାଥ ମନ୍ଦିର, ଅଛି । ଏଠାରେ ପ୍ରତିବର୍ଷ ଶିବ ରାତ୍ରି ଓ ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ ।

ଆହୁରି ଦେଖନ୍ତୁ[ସମ୍ପାଦନା]

ଆଧାର[ସମ୍ପାଦନା]