ଗଙ୍ଗାଧର ମହାପାତ୍ର

ଉଇକିପିଡ଼ିଆ‌ରୁ
ଗଙ୍ଗାଧର ମହାପାତ୍ର
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀଅଜୟ କୁମାର ଜେନା
ପର ଅଧିକାରୀଅଜୟ କୁମାର ଜେନା
ନିର୍ବାଚନ ମଣ୍ଡଳୀବ୍ରହ୍ମଗିରି
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀଚନ୍ଦ୍ର ମାଧବ ମିଶ୍ର
ପର ଅଧିକାରୀଚନ୍ଦ୍ର ମାଧବ ମିଶ୍ର
ନିର୍ବାଚନ ମଣ୍ଡଳୀସତ୍ୟବାଦୀ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀରାଜରାଜ ଦେବ
ପର ଅଧିକାରୀଚନ୍ଦ୍ର ମାଧବ ମିଶ୍ର
ନିର୍ବାଚନ ମଣ୍ଡଳୀସତ୍ୟବାଦୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1915-09-08)୮ ସେପ୍ଟେମ୍ବର ୧୯୧୫
ମୃତ୍ୟୁ୫ ଅପ୍ରେଲ ୨୦୦୬(2006-04-05) (ବୟସ ୯୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରୁକ୍ମଣୀ ଦେବୀ
ବାପା/ବୋଉଦାମୋଦର ମହାପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଗଙ୍ଗାଧର ମହାପାତ୍ର (୮ ସେପ୍ଟେମ୍ବର ୧୯୧୫ - ୫ ଅପ୍ରେଲ ୨୦୦୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୪, ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସତ୍ୟବାଦୀବ୍ରହ୍ମଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୬ଷ୍ଠ, ୮ମ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଗଙ୍ଗାଧର ମହାପାତ୍ର ୧୯୧୫ ମସିହାର ସେପ୍ଟେମ୍ବର ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦାମୋଦର ମହାପାତ୍ର ଓ ପତ୍ନୀଙ୍କ ନାମ ରୁକ୍ମଣୀ ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗଙ୍ଗାଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ସତ୍ୟବାଦୀ ଭାରତୀୟ ଜାତୀୟ କଂଗ୍ରେସ
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ସତ୍ୟବାଦୀ ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ବ୍ରହ୍ମଗିରି ଭାରତୀୟ ଜାତୀୟ କଂଗ୍ରେସ
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ବ୍ରହ୍ମଗିରି ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ[ସମ୍ପାଦନା]

ଗଙ୍ଗାଧର ମହାପାତ୍ର ୨୦୦୬ ମସିହାର ଅପ୍ରେଲ ୫ ତାରିଖରେ ୯୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Gangadhar Mohapatra". odishaassembly.nic.in. Odisha Assembly. Retrieved 2 March 2021.