ଗଣେଶ୍ୱର ପାତ୍ର

ଉଇକିପିଡ଼ିଆ‌ରୁ
ଗଣେଶ୍ୱର ପାତ୍ର
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀମନୋରଞ୍ଜନ ସେଠୀ
ପର ଅଧିକାରୀସନାତନ ବିଜୁଳି
ନିର୍ବାଚନ ମଣ୍ଡଳୀବଡ଼ସାହି
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ଗଣେଶ୍ୱର ପାତ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଡ଼ସାହି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗଣେଶ୍ୱର ପାତ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Ganeswar Patra". odishaassembly.nic.in. Odisha Assembly. Retrieved 5 July 2022.