ଗଣେଶ ରାମ ବରିହା
Appearance
ଗଣେଶ ରାମ ବରିହା | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଆଶାରାମ ଭୋଇ, ଅଇଣ୍ଠୁ ସାହୁ |
ନିର୍ବାଚନ ମଣ୍ଡଳୀ | ପାଟଣାଗଡ଼ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୫୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ବୃତ୍ତି | ରାଜନୀତିଜ୍ଞ |
ଗଣେଶ ରାମ ବରିହା (ମୃତ୍ୟୁ: ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଭାରତ ସ୍ୱାଧୀନ ହେବା ପରେ ଓଡ଼ିଶାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଗଣେଶ ରାମ ବରିହା ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଗଣେଶ ରାମ ବରିହା ୧୯୫୮ ମସିହାରେ ମୃତ୍ୟୁବରଣ କରିଥିଲେ । ୨୫ ଅଗଷ୍ଟ ୧୯୫୮ରେ ତାଙ୍କୁ ଓଡ଼ିଶା ବିଧାନ ସଭା ଗୃହରେ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Ganesh Ram Bariah". odishaassembly.nic.in. Odisha Assembly. Retrieved 19 September 2021.