ଗତିକୃଷ୍ଣ ସ୍ୱାଇଁ

ଉଇକିପିଡ଼ିଆ‌ରୁ
ଗତିକୃଷ୍ଣ ସ୍ୱାଇଁ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀସୁରେନ୍ଦ୍ର ନାଥ ନାୟକ
ପର ଅଧିକାରୀଉପେନ୍ଦ୍ର ମହାନ୍ତି
ନିର୍ବାଚନ ମଣ୍ଡଳୀକାକଟପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୫ ଅପ୍ରେଲ ୧୯୯୩(୧୯୯୩-୦୪-୨୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ଜୀବନ ସାଥୀମନୋରମା ଦେବୀ
ବାପା/ବୋଉସିଧି ସ୍ୱାଇଁ (ବାପା)
ବୃତ୍ତିରାଜନୀତିଜ୍ଞ

ଗତିକୃଷ୍ଣ ସ୍ୱାଇଁ (ମୃତ୍ୟୁ: ୨୫ ଅପ୍ରେଲ ୧୯୯୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଗତିକୃଷ୍ଣ ସ୍ୱାଇଁଙ୍କ ବାପାଙ୍କ ନାମ ସିଧି ସ୍ୱାଇଁ ଓ ପତ୍ନୀଙ୍କ ନାମ ମନୋରମା ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗତିକୃଷ୍ଣ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଗତିକୃଷ୍ଣ ୧୯୯୩ ମସିହାର ଅପ୍ରେଲ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Gatikrushna Swain". odishaassembly.nic.in. Odisha Assembly. Retrieved 14 March 2021.