ଗୁହାରିଆସାହି

ଉଇକିପିଡ଼ିଆ‌ରୁ

[[Category:Lua error in package.lua at line 80: module 'Module:Pagetype/softredirect' not found. with short description]]

ଗୁହାରିଆ ସାହି
ଗାଁ
ଦେଶଭାରତ
ରାଜ୍ୟଓଡ଼ିଶା
ଜିଲ୍ଲାବାଲେଶ୍ୱର
ପଞ୍ଚାୟତ ସମିତିସୋର
ତହସିଲସୋର
Time zoneIST (+୫.୩୦)
ଡାକ କୋଡ଼
୭୫୬୦୪୫[୧]
Area code+୦୬୭୮୪
ଯାନବାହାନ ପଞ୍ଚୀକରଣOD/୦୧

ଗୁହାରିଆସାହି ଗାଁ ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ସୋର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଏକ ଗାଆଁ । ଏହି ଗାଆଁଟି ସୋର ବିଧାନ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ।

ଗମନାଗମନ[ସମ୍ପାଦନା]

ଏହା ଜିଲ୍ଲାର ସଦର ମହକୁମା ବାଲେଶ୍ୱରଠାରୁ ୩୭ କି.ମି. ଦୂରରେ ଅବସ୍ଥିତ ।

ଶିକ୍ଷା[ସମ୍ପାଦନା]

ଏଠାରେ ଗୋଟିଏ ପ୍ରାଥମିକ ଓ ଗୋଟିଏ ବହୁ ପୂରାତନ ଉଚ୍ଚ ବିଦ୍ୟାଳୟ ଅଛି ।

ସଂସ୍କୃତି[ସମ୍ପାଦନା]

ଏହି ଗାଆଁଠାରୁ ଅଳ୍ପ ଦୂରରେ ଶିବ ମନ୍ଦିର ଅଛି । ଏଠାରେ ପ୍ରତିବର୍ଷ ଜାଗର ମେଳା ଅନୁଷ୍ଠିତ ହୋଇଥାଏ ।

ଆଧାର[ସମ୍ପାଦନା]