ଗୋରସାଙ୍ଗ ଶବର
ଦେଖଣା
ଗୋରସାଙ୍ଗ ଶବର | |
---|---|
ବିଧାୟକ: ୭ମ, ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୫ | |
ନିର୍ବାଚନ ମଣ୍ଡଳୀ | ରାମଗିରି |
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୩ | |
ନିର୍ବାଚନ ମଣ୍ଡଳୀ | ରାମଗିରି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୪୦ |
ମୃତ୍ୟୁ | ୯ ନଭେମ୍ବର ୨୦୧୬ | (ବୟସ ୭୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ (ଇ), କଂଗ୍ରେସ (ଆର୍) |
ଜୀବନ ସାଥୀ | ବିଧାତା କୁମାରୀ ଦେବୀ |
ବାପା/ବୋଉ | ପର୍ଟିନୋ ସବାରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଗୋରସାଙ୍ଗ ଶବର (୧ ଜୁଲାଇ ୧୯୪୦ - ୯ ନଭେମ୍ବର ୨୦୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୭ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୭ମ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଗୋରସାଙ୍ଗ ଶବର ୧୯୩୦ ମସିହାର ଜାନୁଆରୀ ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପର୍ଟିନୋ ଶବର ଓ ପତ୍ନୀଙ୍କ ନାମ ବିଧାତା କୁମାରୀ ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଗୋରସାଙ୍ଗ ଶବର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ରାମଗିରି | କଂଗ୍ରେସ (ଆର୍) |
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ରାମଗିରି | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | ରାମଗିରି | କଂଗ୍ରେସ (ଇ) |
ମୃତ୍ୟୁ
[ସମ୍ପାଦନା]ଗୋରସାଙ୍ଗ ଶବର ୨୦୧୬ ମସିହାର ନଭେମ୍ବର ୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Gorsang Savara". odishaassembly.nic.in. Odisha Assembly. Retrieved 10 September 2022.