ଗୋରସାଙ୍ଗ ଶବର

ଉଇକିପିଡ଼ିଆ‌ରୁ
(ଗୋରସାଙ୍ଗ ସବାରାରୁ ଲେଉଟି ଆସିଛି)
ଗୋରସାଙ୍ଗ ଶବର
ବିଧାୟକ: ୭ମ, ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୫
ନିର୍ବାଚନ ମଣ୍ଡଳୀରାମଗିରି
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ନିର୍ବାଚନ ମଣ୍ଡଳୀରାମଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ(1940-07-01)୧ ଜୁଲାଇ ୧୯୪୦
ମୃତ୍ୟୁ୯ ନଭେମ୍ବର ୨୦୧୬(2016-11-09) (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଇ), କଂଗ୍ରେସ (ଆର୍)
ଜୀବନ ସାଥୀବିଧାତା କୁମାରୀ ଦେବୀ
ବାପା/ବୋଉପର୍ଟିନୋ ସବାରା (ବାପା)
ବୃତ୍ତିରାଜନୀତିଜ୍ଞ

ଗୋରସାଙ୍ଗ ଶବର (୧ ଜୁଲାଇ ୧୯୪୦ - ୯ ନଭେମ୍ବର ୨୦୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୭ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୭ମ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଗୋରସାଙ୍ଗ ଶବର ୧୯୩୦ ମସିହାର ଜାନୁଆରୀ ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପର୍ଟିନୋ ଶବର ଓ ପତ୍ନୀଙ୍କ ନାମ ବିଧାତା କୁମାରୀ ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗୋରସାଙ୍ଗ ଶବର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୧ ୧୯୭୩ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ରାମଗିରି କଂଗ୍ରେସ (ଆର୍)
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ରାମଗିରି ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ରାମଗିରି କଂଗ୍ରେସ (ଇ)

ମୃତ୍ୟୁ[ସମ୍ପାଦନା]

ଗୋରସାଙ୍ଗ ଶବର ୨୦୧୬ ମସିହାର ନଭେମ୍ବର ୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Gorsang Savara". odishaassembly.nic.in. Odisha Assembly. Retrieved 10 September 2022.