ଗୋରାଚାନ୍ଦ ପଟ୍ଟନାୟକ

ଉଇକିପିଡ଼ିଆ‌ରୁ
ଗୋରାଚାନ୍ଦ ପଟ୍ଟନାୟକ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀଛତ୍ରପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନ୍ୟାସନାଲ୍ ପାର୍ଟି
ବୃତ୍ତିରାଜନୀତିଜ୍ଞ

ଗୋରାଚାନ୍ଦ ପଟ୍ଟନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଓ ମନ୍ତ୍ରୀ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗୋରାଚାନ୍ଦ ପଟ୍ଟନାୟକ ନ୍ୟାସନାଲ୍ ପାର୍ଟିର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧][୨] ଏହି ବିଧାନ ସଭାରେ ସେ ରାଜସ୍ୱ ଓ ଶିକ୍ଷା ମନ୍ତ୍ରୀ ଭାବରେ ୧ ଅପ୍ରେଲ ୧୯୩୭ରୁ ୧୯ ଜୁଲାଇ ୧୯୩୭ ଯାଏଁ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Gorachand Patnaik". odishaassembly.nic.in. Odisha Assembly. Retrieved 8 November 2023.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 8 November 2023.{{cite book}}: CS1 maint: unrecognized language (link)