ଗୋରାଚାନ୍ଦ ପଟ୍ଟନାୟକ
ଦେଖଣା
ଗୋରାଚାନ୍ଦ ପଟ୍ଟନାୟକ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ଛତ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | ନ୍ୟାସନାଲ୍ ପାର୍ଟି |
ବୃତ୍ତି | ରାଜନୀତିଜ୍ଞ |
ଗୋରାଚାନ୍ଦ ପଟ୍ଟନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଓ ମନ୍ତ୍ରୀ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଗୋରାଚାନ୍ଦ ପଟ୍ଟନାୟକ ନ୍ୟାସନାଲ୍ ପାର୍ଟିର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧][୨] ଏହି ବିଧାନ ସଭାରେ ସେ ରାଜସ୍ୱ ଓ ଶିକ୍ଷା ମନ୍ତ୍ରୀ ଭାବରେ ୧ ଅପ୍ରେଲ ୧୯୩୭ରୁ ୧୯ ଜୁଲାଇ ୧୯୩୭ ଯାଏଁ କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Gorachand Patnaik". odishaassembly.nic.in. Odisha Assembly. Retrieved 8 November 2023.
- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 8 November 2023.
{{cite book}}
: CS1 maint: unrecognized language (link)