Jump to content

ଗୋଲାମଗିରି

ଉଇକିପିଡ଼ିଆ‌ରୁ
ଗୋଲାମଗିରି
ନିର୍ଦ୍ଦେଶକପ୍ରଶାନ୍ତ ନନ୍ଦ
ପ୍ରଯୋଜକପ୍ରଦ୍ୟୁମ୍ନ ଲେଙ୍କା
ଅକ୍ଷୟ ମିଶ୍ର
ସଂଳାପପ୍ରଶାନ୍ତ ନନ୍ଦ
ରତିକାନ୍ତ ମିଶ୍ର
ଚିତ୍ରନାଟ୍ୟପ୍ରଶାନ୍ତ ନନ୍ଦ
କାହାଣୀପ୍ରଶାନ୍ତ ନନ୍ଦ
କଳାକାରଉତ୍ତମ ମହାନ୍ତି
ବିଜୟ ମହାନ୍ତି
ପ୍ରଶାନ୍ତ ନନ୍ଦ
ପୃଥ୍ୱୀରାଜ ନାୟକ
ଅଜିତ ଦାସ
ମହାଶ୍ୱେତା ରାୟ
ଦୁଃଖିରାମ ସ୍ୱାଇଁ
ସଙ୍ଗୀତଶାନ୍ତନୁ ମହାପାତ୍ର
ଚିତ୍ରଗ୍ରହଣଉଦୟ ବର୍ମଣ
ସମ୍ପାଦକଭାଇ ତେଲଙ୍ଗ
ମୁକ୍ତିଲାଭ ତାରିଖ
୧୯୮୭
ଦେଶ ଭାରତ
ଭାଷାଓଡ଼ିଆ

ଗୋଲାମଗିରି, ୧୯୮୭ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଦ୍ୟୁମ୍ନ ଲେଙ୍କା ଓ ଅକ୍ଷୟ ମିଶ୍ର । ରତିକାନ୍ତ ମିଶ୍ର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ପ୍ରଶାନ୍ତ ନନ୍ଦ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

ଉତ୍ତମ ମହାନ୍ତି, ବିଜୟ ମହାନ୍ତି, ପ୍ରଶାନ୍ତ ନନ୍ଦ, ପୃଥ୍ୱୀରାଜ ନାୟକ, ଅଜିତ ଦାସ, ମହାଶ୍ୱେତା ରାୟ, ଦୁଃଖିରାମ ସ୍ୱାଇଁ, ଜୟୀରାମ ସାମଲ, ବିରାଜ ଦାସ, ପ୍ରସନ୍ନ ମିଶ୍ର, ତୁଷାର ପାଣିଗ୍ରାହୀ, ମୁନୁ ପତି, ବ୍ରଜ ସିଂହ, ବ୍ୟୋମୋକେଶ ତ୍ରିପାଠୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ

[ସମ୍ପାଦନା]

କାହାଣୀ

[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ

[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଶାନ୍ତନୁ ମହାପାତ୍ରଦେବଦାସ ଛୋଟରାୟ, ପ୍ରଶାନ୍ତ ନନ୍ଦ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ସୁବାସ ଦାସ, ଲୀଳା ଘୋଷ, ପ୍ରଫୁଲ୍ଲ କର, ରାଧାରାଣୀ ମିଶ୍ର, ଦେବାଶିଷ ମହାପାତ୍ର, ନିବେଦିତା, ଅନୁରାଧା ପୌଡ଼ୱାଲ, ରଘୁନାଥ ରାଉତ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

କ୍ରମଗୀତସମୟ
  1. "ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିବା ଓଡ଼ିଆ ଫିଲ୍ମ" (PDF). ସିନେ ସମ୍ବାଦ. Internet Archive. 2 August 1997. Retrieved 15 July 2020.
  2. "ଖ୍ୟାତନାମା ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ ଦାସଙ୍କ ଦେହାନ୍ତ". ସମ୍ବାଦ (in ଓଡ଼ିଆ). ଭୁବନେଶ୍ୱର: sambad.in. 13 September 2020. Archived from the original on 14 September 2020. Retrieved 14 September 2020.{{cite news}}: CS1 maint: unrecognized language (link)
  3. "ଅଫେରା ରାଇଜରେ ସିନେ ଅଭିନେତା ବିରାଜ | Sambad". ସମ୍ବାଦ (in ଓଡ଼ିଆ). ଭୁବନେଶ୍ୱର: sambad.in. 25 May 2022. Archived from the original on 26 May 2022. Retrieved 26 May 2022.{{cite news}}: CS1 maint: unrecognized language (link)

ବାହାର ଆଧାର

[ସମ୍ପାଦନା]