ଘନଶ୍ୟାମ ଦାସ ଥିରାନି

ଉଇକିପିଡ଼ିଆ‌ରୁ
ଘନଶ୍ୟାମ ଦାସ ଥିରାନି
ସାଂସଦ: ୧ମ ଲୋକ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ନିର୍ବାଚନ ମଣ୍ଡଳୀଚାନ୍ଦବାଲି
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀଓଡ଼ିଶା ବାଣିଜ୍ୟ ଓ ଶିଳ୍ପ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1916-07-19)୧୯ ଜୁଲାଇ ୧୯୧୬
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ଘନଶ୍ୟାମ ଦାସ ଥିରାନି (ଜନ୍ମ: ୧୭ ଜୁଲାଇ ୧୯୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଓଡ଼ିଶା ବାଣିଜ୍ୟ ଓ ଶିଳ୍ପରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ସ୍ୱାଧୀନତା ପରେ ୧୯୫୨ ମସିହାରେ ହୋଇଥିବା ପ୍ରଥମ ଭାରତୀୟ ସାଧାରଣ ନିର୍ବାଚନରେ ସେ ବରଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ଘନଶ୍ୟାମ ଦାସ ଥିରାନି ଜଣେ ନିର୍ଦ୍ଦଳୀୟ ରାଜନେତା ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ ଏବଂ ସ୍ୱାଧୀନତା ପରେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦର ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]

ଆଧାର[ସମ୍ପାଦନା]

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୮. ISBN 978-81-89436-54-4. Retrieved 22 January 2024.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri Ghanshyam Das Thirani". odishaassembly.nic.in. Odisha Assembly. Retrieved 22 January 2024.