ଘନଶ୍ୟାମ ଦାସ ଥିରାନି
ଦେଖଣା
ଘନଶ୍ୟାମ ଦାସ ଥିରାନି | |
---|---|
ସାଂସଦ: ୧ମ ଲୋକ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ନିର୍ବାଚନ ମଣ୍ଡଳୀ | ଚାନ୍ଦବାଲି |
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ଓଡ଼ିଶା ବାଣିଜ୍ୟ ଓ ଶିଳ୍ପ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୯ ଜୁଲାଇ ୧୯୧୬ |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | ନିର୍ଦ୍ଦଳୀୟ |
ବୃତ୍ତି | ରାଜନୀତିଜ୍ଞ |
ଘନଶ୍ୟାମ ଦାସ ଥିରାନି (ଜନ୍ମ: ୧୭ ଜୁଲାଇ ୧୯୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଓଡ଼ିଶା ବାଣିଜ୍ୟ ଓ ଶିଳ୍ପରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ସ୍ୱାଧୀନତା ପରେ ୧୯୫୨ ମସିହାରେ ହୋଇଥିବା ପ୍ରଥମ ଭାରତୀୟ ସାଧାରଣ ନିର୍ବାଚନରେ ସେ ବରଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ଘନଶ୍ୟାମ ଦାସ ଥିରାନି ଜଣେ ନିର୍ଦ୍ଦଳୀୟ ରାଜନେତା ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ ଏବଂ ସ୍ୱାଧୀନତା ପରେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦର ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]
ଆଧାର
[ସମ୍ପାଦନା]- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୮. ISBN 978-81-89436-54-4. Retrieved 22 January 2024.
{{cite book}}
: CS1 maint: unrecognized language (link) - ↑ ୨.୦ ୨.୧ "Shri Ghanshyam Das Thirani". odishaassembly.nic.in. Odisha Assembly. Retrieved 22 January 2024.