ଚକ୍ରଧର ପାଇକ

ଉଇକିପିଡ଼ିଆ‌ରୁ
ଚକ୍ରଧର ପାଇକ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀସୂର୍ଯ୍ୟ ନାରାୟଣ ପାତ୍ର
ପର ଅଧିକାରୀବାସନ୍ତୀ ମଲ୍ଲିକ
ନିର୍ବାଚନ ମଣ୍ଡଳୀମୋହନା
୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ନିର୍ବାଚନ ମଣ୍ଡଳୀରାମଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1943-07-01) ୧ ଜୁଲାଇ ୧୯୪୩ (ବୟସ ୮୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଉତ୍କଳ କଂଗ୍ରେସ
ଜୀବନ ସାଥୀସୂର୍ଯ୍ୟକାନ୍ତି ପାଇକ
ବାପା/ବୋଉଜଗନ୍ନାଥ ପାଇକ (ବାପା)
ବୃତ୍ତିରାଜନୀତିଜ୍ଞ

ଚକ୍ରଧର ପାଇକ (ଜନ୍ମ: ୧ ଜୁଲାଇ ୧୯୪୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୧୯୭୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଗିରି ଓ ମୋହନା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଚକ୍ରଧର ପାଇକ ୧୯୪୩ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ପାଇକ ଓ ପତ୍ନୀଙ୍କ ନାମ ସୂର୍ଯ୍ୟକାନ୍ତି ପାଇକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଚକ୍ରଧର ପାଇକ ଓଡ଼ିଶା ରାଜନୀତିରେ ପ୍ରଥମେ ଉତ୍କଳ କଂଗ୍ରେସ ଓ ପରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Chakradhar Paik". odishaassembly.nic.in. Odisha Assembly. Retrieved 1 August 2022.