ଚନ୍ଦ୍ରଭାନୁ ସିଂହ ଦେଓ

ଉଇକିପିଡ଼ିଆ‌ରୁ
ଚନ୍ଦ୍ରଭାନୁ ସିଂହ ଦେଓ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ନିର୍ବାଚନ ମଣ୍ଡଳୀକୋକସରା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1939-10-14)୧୪ ଅକ୍ଟୋବର ୧୯୩୯
ମୃତ୍ୟୁ୧୬ ସେପ୍ଟେମ୍ବର ୧୯୯୪(1994-09-16) (ବୟସ ୫୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀରଶ୍ମି ଦେବୀ
ବାପା/ବୋଉବିରେନ୍ଦ୍ରନାଥ ସିଂହଦେଓ (ବାପା)
ବୃତ୍ତିରାଜନୀତିଜ୍ଞ

ଚନ୍ଦ୍ରଭାନୁ ସିଂହ ଦେଓ (୧୪ ଅକ୍ଟୋବର ୧୯୩୯ - ୧୬ ସେପ୍ଟେମ୍ବର ୧୯୯୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋକସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଚନ୍ଦ୍ରଭାନୁ ସିଂହ ଦେଓ ୧୯୩୯ ମସିହାର ଅକ୍ଟୋବର ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିରେନ୍ଦ୍ରନାଥ ସିଂହଦେଓ ଓ ପତ୍ନୀଙ୍କ ନାମ ରଶ୍ମି ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଚନ୍ଦ୍ରଭାନୁ ସିଂହ ଦେଓ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଚନ୍ଦ୍ରଭାନୁ ସିଂହ ଦେଓ ୧୯୯୪ ମସିହାର ସେପ୍ଟେମ୍ବର ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Chandrabhanu Singh Deo". odishaassembly.nic.in. Odisha Assembly. Retrieved 1 October 2022.