ଚନ୍ଦ୍ରମାଧବ ମିଶ୍ର
ଦେଖଣା
ଚନ୍ଦ୍ରମାଧବ ମିଶ୍ର | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ରବୀନ୍ଦ୍ର କୁମାର ଦାସ |
ପର ଅଧିକାରୀ | ପ୍ରସାଦ କୁମାର ହରିଚନ୍ଦନ |
ନିର୍ବାଚନ ମଣ୍ଡଳୀ | ସତ୍ୟବାଦୀ |
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ଗଙ୍ଗାଧର ମହାପାତ୍ର |
ପର ଅଧିକାରୀ | ରବୀନ୍ଦ୍ର କୁମାର ଦାସ |
ନିର୍ବାଚନ ମଣ୍ଡଳୀ | ସତ୍ୟବାଦୀ |
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୩ | |
ପୂର୍ବ ଅଧିକାରୀ | ଗଙ୍ଗାଧର ମହାପାତ୍ର |
ପର ଅଧିକାରୀ | ଗଙ୍ଗାଧର ମହାପାତ୍ର |
ନିର୍ବାଚନ ମଣ୍ଡଳୀ | ସତ୍ୟବାଦୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୫ ସେପ୍ଟେମ୍ବର ୧୯୨୩ |
ମୃତ୍ୟୁ | ୨୯ ଜୁନ ୨୦୧୨ | (ବୟସ ୮୮)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ପାର୍ଟି |
ଜୀବନ ସାଥୀ | ଚନ୍ଦ୍ରପ୍ରଭା ଦେବୀ |
ବାପା/ବୋଉ | ଲକ୍ଷ୍ମଣ ମିଶ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଚନ୍ଦ୍ରମାଧବ ମିଶ୍ର (ଜନ୍ମ: ୨୫ ସେପ୍ଟେମ୍ବର ୧୯୨୩ - ୨୯ ଜୁନ ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୭ ଓ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସତ୍ୟବାଦୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୭ମ ଓ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଚନ୍ଦ୍ରମାଧବ ମିଶ୍ର ୧୯୨୩ ମସିହାର ସେପ୍ଟେମ୍ବର ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଲକ୍ଷ୍ମଣ ମିଶ୍ର ଓ ପତ୍ନୀଙ୍କ ନାମ ଚନ୍ଦ୍ରପ୍ରଭା ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଚନ୍ଦ୍ରମାଧବ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିରେ ଏବଂ ପରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ସତ୍ୟବାଦୀ | ସ୍ୱାଧୀନ |
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ସତ୍ୟବାଦୀ | ଜନତା ପାର୍ଟି |
୧୯୯୦ | ୧୯୯୫ | ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା | ସତ୍ୟବାଦୀ | ଜନତା ଦଳ |
ମୃତ୍ୟୁ
[ସମ୍ପାଦନା]ଚନ୍ଦ୍ରମାଧବ ୨୦୧୨ ମସିହାର ଜୁନ ୨୯ ତାରିଖରେ ୮୮ ବର୍ଷ ବୟସରେ ମୃତ୍ୟବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Chandramadhab Mishra". odishaassembly.nic.in. Odisha Assembly. Retrieved 31 March 2021.