ଚନ୍ଦ୍ରଶେଖର ମାଝି

ଉଇକିପିଡ଼ିଆ‌ରୁ
ଚନ୍ଦ୍ରଶେଖର ମାଝି
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀବାସୁଦେବ ମାଝି
ପର ଅଧିକାରୀପଦ୍ମିନୀ ଦିଆନ
ନିର୍ବାଚନ ମଣ୍ଡଳୀକୋଟପାଡ଼
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ଚନ୍ଦ୍ରଶେଖର ମାଝି ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଚନ୍ଦ୍ରଶେଖର ମାଝି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି ।[୨] ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ଏବଂ ୨୦୨୧ ମସିହାର ସେପ୍ଟେମ୍ବର ମାସରେ ସେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ ।[୩] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Chandra Sekhar Majhi". odishaassembly.nic.in. Odisha Assembly. Retrieved 3 March 2022.
  2. "ବିଜେଡିରେ ସାମିଲ ହେଲେ ଲକ୍ଷ୍ମୀପୁରର ପୁର୍ବତନ ବିଧାୟକ କୈଳାଶ କୁଲେସିକା | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 20 October 2021. Archived from the original on 3 March 2022. Retrieved 3 March 2022.
  3. "କୋରାପୁଟ ଜିଲ୍ଲାରେ ଦୁର୍ବଳ ହେଉଛି କି କଂଗ୍ରେସ ? ବିଜେଡିରେ ଯୋଗ ଦେଲେ ପୂର୍ବତନ କୋଟପାଡ଼ ବିଧାୟକ ଚନ୍ଦ୍ରଶେଖର ମାଝି । ପ୍ରଦୀପ ମାଝିଙ୍କୁ ନେଇ ବଢ଼ିଲା ଚର୍ଚ୍ଚା । | Kanak News". 15 September 2021. Archived from the original on 3 March 2022. Retrieved 3 March 2022.