ଚନ୍ଦ୍ର ସାରଥୀ ବେହେରା

ଉଇକିପିଡ଼ିଆ‌ରୁ
ଚନ୍ଦ୍ର ସାରଥୀ ବେହେରା
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ଏବେଯାଏଁ
ପୂର୍ବ ଅଧିକାରୀକାଳୀନ୍ଦି ବେହେରା
ନିର୍ବାଚନ ମଣ୍ଡଳୀକଟକ ସଦର
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀକାଳନ୍ଦୀ ଚରଣ ବେହେରା
ପର ଅଧିକାରୀପ୍ରକାଶ ଚନ୍ଦ୍ର ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1975-07-19) ୧୯ ଜୁଲାଇ ୧୯୭୫ (ବୟସ ୪୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉକାଳନ୍ଦୀ ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ଚନ୍ଦ୍ର ସାରଥୀ ବେହେରା (ଜନ୍ମ: ୧୯ ଜୁଲାଇ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଚନ୍ଦ୍ର ସାରଥୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯, ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ଓ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଚନ୍ଦ୍ର ସାରଥୀ ବେହେରା ୧୯୭୫ ମସିହାର ଜୁଲାଇ ମାସ ୧୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା କାଳନ୍ଦୀ ବେହେରା ।[୧] ଚନ୍ଦ୍ର ସାରଥୀଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଚନ୍ଦ୍ର ସାରଥୀ ବେହେରା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜଣେ ମନ୍ତ୍ରୀ ଭାବରେ ୨୦୧୭ରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ସାଲେପୁର ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା କଟକ ସଦର ବିଜୁ ଜନତା ଦଳ
୨୦୧୯ - ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା କଟକ ସଦର ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Chandra Sarathi Behera". odishaassembly.nic.in. Odisha Assembly. Retrieved 18 January 2020.