ଚାନ୍ଦବାଲି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ଉଇକିପିଡ଼ିଆ‌ରୁ
ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୦୫,୯୧୫
ଜିଲ୍ଲା: ଭଦ୍ରକ
ଲୋକ ସଭା ନିର୍ବାଚନ ମଣ୍ଡଳୀ: ଭଦ୍ରକ
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଚାନ୍ଦବାଲି (କ୍ରମିକ ସଂଖ୍ୟା: ୪୭) ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଚାନ୍ଦବାଲି ବ୍ଳକ ଓ ତିହିଡ଼ି ବ୍ଳକର କିଛି ଅଞ୍ଚଳ ।[୨][୩]

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବ୍ୟୋମକେଶ ରାୟ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅମୀୟ କୁମାର ମହାପାତ୍ରଙ୍କଠାରୁ ୨୪୮୮୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବିଜୟ ନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅମିୟ କୁମାର ମହାପାତ୍ରଙ୍କଠାରୁ ୭,୬୧୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

ନିର୍ବାଚିତ ବିଧାୟକଗଣ[ସମ୍ପାଦନା]

୧୯୫୧ରୁ ୨୦୧୪ ମଧ୍ୟରେ ମୋଟ ୧୫ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୬][୭][୪][୪]

୨୦୦୯ ନିର୍ବାଚନ ଫଳାଫଳ[ସମ୍ପାଦନା]

୨୦୦୯ ବିଧାନ ସଭା ନିର୍ବାଚନ, ଚାନ୍ଦବାଲି [୮]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ବିଜୟ ନାୟକ ୫୮,୪୬୭ ୪୩.୫୭ -
କଂଗ୍ରେସ ଅମିୟ କୁମାର ମହାପାତ୍ର ୫୦,୮୫୪ ୩୭.୮୯ -
ଭାଜପା ପୂର୍ଣ୍ଣ ଚନ୍ଦ୍ର ପାଣି ୧,୪୭,୮୪ ୧୧.୦୨ -
ସ୍ୱାଧୀନ ସଂଗ୍ରାମ କେଶରୀ ରାଉତ ୬,୦୮୫ ୪.୫୩ -
ସ୍ୱାଧୀନ ବିଶ୍ୱ କେଶରୀ ମହାନ୍ତି ୨,୮୪୭ ୨.୧୨ -
ବସପା ସୂର୍ଯ୍ୟ ରଞ୍ଜନ ମିଶ୍ର ୫୯୫ ୦.୪୪ -
ସ୍ୱାଧୀନ ରବି ନାରାୟଣ ମହାପାତ୍ର ୫୭୧ ୦.୪୩ -
ଭୋଟ ବ୍ୟବଧାନ ୭,୬୧୩ ୫.୬୭* -
ମତଦାନ ହାର ୧,୩୪,୨୨୦ ୬୮.୨୯ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ଆଧାର[ସମ୍ପାଦନା]

  1. "Chandabali Assembly Election 2009, Orissa". empoweringindia.org. Retrieved 7 June 2013. Constituency: Chandabali (47) District : Bhadrak
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ ୪.୨ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 7613
  6. "State Elections 2004 - Partywise Comparision for 21-Chandbali Constituency of ORISSA". eci.nic.in. 2006. Retrieved 7 June 2013. List Of Winning Candidates
  7. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf
  8. http://eci.nic.in/eci_main/StatisticalReports/AE2009/stat_OR_April2009.pdf