ଚାନ୍ଦିନୀ ଆଇ ମିସ ୟୁ
Appearance
ଚାନ୍ଦିନୀ ଆଇ ମିସ ୟୁ | |
---|---|
ନିର୍ଦ୍ଦେଶକ | ବସନ୍ତ ସାହୁ |
ପ୍ରଯୋଜକ | ଅନାମ ଚରଣ ସାହୁ |
ସଂଳାପ | (ସଂଳାପ): ବସନ୍ତରାଜ ସାମଲ |
ଚିତ୍ରନାଟ୍ୟ | ବସନ୍ତ ସାହୁ |
କାହାଣୀ | ଲକ୍ଷ୍ମୀପ୍ରିୟା ସାହୁ |
କଳାକାର | ସବ୍ୟସାଚୀ, ମେଘା, ପ୍ରିୟା |
ସଙ୍ଗୀତ | ପ୍ରେମ୍ ଆନନ୍ଦ |
ଚିତ୍ରଗ୍ରହଣ | ଅଭିରାମ ମିଶ୍ର |
ସମ୍ପାଦକ | ରାଜେଶ ଦାଶ |
ମୁକ୍ତିଲାଭ ତାରିଖ | ୨୦୧୧ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଚାନ୍ଦିନୀ ଆଇ ମିସ୍ ୟୁ ୨୦୧୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ନିର୍ଦ୍ଦେଶକ ବସନ୍ତ ସାହୁ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୧]
ଅଭିନୟ
[ସମ୍ପାଦନା]ଗୀତ ଓ ସଙ୍ଗୀତ
[ସମ୍ପାଦନା]- ଗୀତିକାର: ବସନ୍ତରାଜ ସାମଲ
- ସଙ୍ଗୀତ: ପ୍ରେମ ଆନନ୍ଦ
ଆଧାର
[ସମ୍ପାଦନା]- ↑ "ଏହି ବରିଷ୍ଠ ନିର୍ଦ୍ଦେଶକଙ୍କ ସହ ଏଯାଏ କାମ କରିନାହାନ୍ତି ଅମ୍ଳାନ". ସମ୍ବାଦ. ଭୁବନେଶ୍ୱର: sambad.in. 5 June 2022. Archived from the original on 5 June 2022. Retrieved 5 June 2022.
- ↑ "ପହିଲି ପୁଲକ: ମାତ୍ର ଦୁଇ ଧାଡ଼ିର ସଂଳାପ ଅଭିନେତା ସବ୍ୟସାଚୀଙ୍କୁ ନାକେଦମ୍ କରିଦେଇଥିଲା". ସମ୍ବାଦ. sambad.in. 12 October 2022. Archived from the original on 12 October 2022. Retrieved 12 October 2022.
- ↑ "ଏହି ଆଗଧାଡ଼ିର ନିର୍ଦ୍ଦେଶକଙ୍କ ସହ ଥରଟିଏ କାମ କରିଛନ୍ତି ମେଘା". ସମ୍ବାଦ. ଭୁବନେଶ୍ୱର: sambad.in. 8 October 2022. Archived from the original on 12 October 2022. Retrieved 12 October 2022.
- ↑ ଓଝା, ଶିବଶଙ୍କର (28 November 2021). "ସାତ ବର୍ଷ ହେଲା ଦେଖା ନଥିଲା: ପୁଣି ବଡ଼ ପରଦାରେ ଜଲଓ୍ୱା ଦେଖାଇବେ ତିନି ଓଲିଉଡ ସୁନ୍ଦରୀ | Sambad". ସମ୍ବାଦ. sambad.in. Archived from the original on 30 May 2022. Retrieved 30 May 2022.
- ↑ "ଏହି ଜଣାଶୁଣା ନାୟକଙ୍କ ସହ ବି ନଜର ଆସିଥିଲେ ପ୍ରିୟା". ସମ୍ବାଦ. ଭୁବନେଶ୍ୱର: sambad.in. 12 August 2022. Archived from the original on 24 October 2022. Retrieved 24 October 2022.