ଚିତ୍ତରଞ୍ଜନ ନାଏକ

ଉଇକିପିଡ଼ିଆ‌ରୁ
ଚିତ୍ତରଞ୍ଜନ ନାଏକ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀବାଙ୍କ ବିହାରୀ ଦାସ
ପର ଅଧିକାରୀବୈଷ୍ଣବ ଚରଣ ମଲ୍ଲିକ
ନିର୍ବାଚନ ମଣ୍ଡଳୀବିଞ୍ଝାରପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁମଇ ୩୦, ୧୯୮୮(୧୯୮୮-୦୫-୩୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉରାମଚନ୍ଦ୍ର ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଚିତ୍ତରଞ୍ଜନ ନାଏକ (ମୃତ୍ୟୁ: ୩୦ ମଇ ୧୯୮୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଚିତ୍ତରଞ୍ଜନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଚିତ୍ତରଞ୍ଜନ ନାଏକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]


ମୃତ୍ୟୁ[ସମ୍ପାଦନା]

ଚିତ୍ତରଞ୍ଜନ ନାଏକ ୧୯୮୮ ମସିହାର ମଇ ମାସ ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ୧୯୮୮ ମସିହାର ସେପ୍ଟେମ୍ବର ମାସ ୨୮ ତାରିଖରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Chittaranjan Naik". odishaassembly.nic.in. Odisha Assembly. Retrieved 17 December 2019.