ଚିରଞ୍ଜୀବ ବିଶ୍ୱାଳ
ଦେଖଣା
ଚିରଞ୍ଜୀବ ବିଶ୍ୱାଳ | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ବିଷ୍ଣୁ ଚରଣ ଦାସ |
ପର ଅଧିକାରୀ | ପ୍ରଶାନ୍ତ କୁମାର ମୁଦୁଲି |
ନିର୍ବାଚନ ମଣ୍ଡଳୀ | ଜଗତସିଂହପୁର |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ଦେବାଶିଷ ସାମନ୍ତରାୟ |
ପର ଅଧିକାରୀ | ରବୀନ୍ଦ୍ର ନାଥ ଭୋଇ |
ନିର୍ବାଚନ ମଣ୍ଡଳୀ | ତିର୍ତ୍ତୋଲ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ଜାନୁଆରୀ ୧୯୬୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ତେଜାଲ ବିଶ୍ୱାଳ |
ବାପା/ବୋଉ | ବସନ୍ତ କୁମାର ବିଶ୍ୱାଳ |
ବୃତ୍ତି | ରାଜନୀତିଜ୍ଞ |
ଚିରଞ୍ଜୀବ ବିଶ୍ୱାଳ (ଜନ୍ମ: ୨ ଜାନୁଆରୀ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୨୦୦୪ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ତିର୍ତ୍ତୋଲ ଓ ଜଗତସିଂହପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଚିରଞ୍ଜୀବ ବିଶ୍ୱାଳ ୧୯୬୩ ମସିହାର ଜାନୁଆରୀ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବସନ୍ତ କୁମାର ବିଶ୍ୱାଳ ଓ ପତ୍ନୀଙ୍କ ନାମ ତେଜାଲ ବିଶ୍ୱାଳ ।[୧] ତାଙ୍କ ବାପା ଜଣେ ଓଡ଼ିଆ ରାଜନେତା ଥିଲେ ।
ରାଜନୈତିକ ଜୀବନ
[ସମ୍ପାଦନା]ଚିରଞ୍ଜୀବ ବିଶ୍ୱାଳ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Chiranjib Biswal". odishaassembly.nic.in. Odisha Assembly. Retrieved 3 May 2022.