ଛାଞ୍ଚ:ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା ନିମନ୍ତ୍ରଣ

ଉଇକିପିଡ଼ିଆ‌ରୁ

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)