ଛେଣ୍ଡିପଦା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ଉଇକିପିଡ଼ିଆ‌ରୁ
ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୧,୮୬,୩୧୦
ଜିଲ୍ଲା: ଅନୁଗୋଳ
ଲୋକ ସଭା ନିର୍ବାଚନ ମଣ୍ଡଳୀ: ସମ୍ବଲପୁର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଛେଣ୍ଡିପଦା (କ୍ରମିକ ସଂଖ୍ୟା: ୬୨) ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଛେଣ୍ଡିପଦା ବ୍ଳକ ଓ ବଅଁରପାଳ ବ୍ଳକର କିଛି ଅଞ୍ଚଳ।[୨][୩]

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅଗସ୍ତି ବେହେରାଙ୍କଠାରୁ ୯୮୦୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଖଗେଶ୍ୱର ବେହେରା, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅଗସ୍ତି ବେହେରାଙ୍କଠାରୁ ୪,୯୦୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ[ସମ୍ପାଦନା]

୨୦୦୯ ବିଧାନ ସଭା ନିର୍ବାଚନ, ଛେଣ୍ଡିପଦା [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ଖଗେଶ୍ୱର ବେହେରା ୫୪,୩୮୮ ୪୫.୩୭ -
କଂଗ୍ରେସ ଅଗସ୍ତି ବେହେରା ୪୯,୪୮୨ ୪୧.୨୭ -
ବସପା ଗୋବିନ୍ଦ ନାୟକ ୬,୯୧୬ ୫.୭୭ -
ଭାଜପା ସଞ୍ଜୟ କୁମାର ନାୟକ ୬,୯୦୪ ୫.୭୬ -
ଆରପିଆଇ (ଆ) ମିଲି ନାୟକ ୨,୧୯୬ ୧.୮୩ -
ଭୋଟ ବ୍ୟବଧାନ ୪,୯୦୬ ୪.୦୯* -
ମତଦାନ ହାର ୧,୧୯,୮୯୪ ୬୯.୪୩ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ[ସମ୍ପାଦନା]

ନବଗଠିତ ଏହି ନିର୍ବାଚନ ମଣ୍ଡଳୀରେ ୨୦୦୯ ଓ ୨୦୧୪ରେ କେବଳ ୨ଥର ନିର୍ବାଚନ ଅନୁଷ୍ଠିତ ହୋଇଛି ।[୪]

ଆଧାର[ସମ୍ପାଦନା]

  1. "Chhendipada Assembly Election 2009, Orissa". empoweringindia.org. 2013. Retrieved 28 May 2013. Constituency: Chhendipada (62) District : Angul
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 28 May 2013. 4906
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf