ଛୋଟରାୟ ମାଝୀ

ଉଇକିପିଡ଼ିଆ‌ରୁ
ଛୋଟରାୟ ମାଝୀ
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀଗୋବିନ୍ଦ ମୁଣ୍ଡା
ପର ଅଧିକାରୀଗୋବିନ୍ଦ ମୁଣ୍ଡା
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବିଧାୟକ: ୯ମ, ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୫
ପୂର୍ବ ଅଧିକାରୀଯୋଗେନ୍ଦ୍ର ନାୟକ
ପର ଅଧିକାରୀଯୋଗେନ୍ଦ୍ର ନାୟକ
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୩୦ ମଇ ୨୦୦୩
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଉତ୍କଳ କଂଗ୍ରେସ, ଜନତା ପାର୍ଟି
ଜୀବନ ସାଥୀକିଶୋରୀ ଦେବୀ
ସନ୍ତାନ୧ ପୁଅ, ୩ ଝିଅ
ବାପା/ବୋଉଦାମନ ମାଝୀ (ବାପା)
ବୃତ୍ତିରାଜନୀତିଜ୍ଞ

ଛୋଟରାୟ ମାଝୀ (ମୃତ୍ୟୁ: ୩୦ ମଇ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଉତ୍କଳ କଂଗ୍ରେସ, ଜନତା ପାର୍ଟି ଓ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ୩ ଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୮୫ ଓ ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓଡ଼ିଶା ବିଧାନ ସଭା, ୯ମ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଆଧାର[ସମ୍ପାଦନା]

  1. "Late Chhotaray Majhi". odishaassembly.nic.in. Odisha Assembly. Retrieved 17 July 2019.