ଜଗମୋହନ ନାୟକ
Appearance
ଜଗମୋହନ ନାୟକ | |
---|---|
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପୂର୍ବ ଅଧିକାରୀ | ଦୟାନିଧି ନାଏକ |
ପର ଅଧିକାରୀ | ଦୟାନିଧି ନାଏକ |
ନିର୍ବାଚନ ମଣ୍ଡଳୀ | ଭବାନୀପାଟଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୫ ମଇ ୧୯୪୨ |
ମୃତ୍ୟୁ | ୧ ନଭେମ୍ବର ୨୦୧୨ | (ବୟସ ୭୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ଚନ୍ଦ୍ରପ୍ରଭା ନାୟକ |
ବାପା/ବୋଉ | ଟଙ୍କଧର ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜଗମୋହନ ନାୟକ (୨୫ ମଇ ୧୯୪୨ - ୧ ନଭେମ୍ବର ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଜଗମୋହନ ନାୟକ ୧୯୪୨ ମସିହାର ମଇ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଟଙ୍କଧର ନାୟକ ଓ ପତ୍ନୀଙ୍କ ନାମ ଚନ୍ଦ୍ରପ୍ରଭା ନାୟକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଜଗମୋହନ ନାୟକ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଜଗମୋହନ ୨୦୧୨ ମସିହାର ନଭେମ୍ବର ୧ ତାରିଖରେ ୭୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Jagamohan Nayak". odishaassembly.nic.in. Odisha Assembly. Retrieved 13 May 2021.