ଜନାର୍ଦନ ମାଝି

ଉଇକିପିଡ଼ିଆ‌ରୁ
ଜନାର୍ଦନ ମାଝି
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ନିର୍ବାଚନ ମଣ୍ଡଳୀଧର୍ମଗଡ଼
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀପ୍ରତାପ କେଶରୀ ଦେଓ, କରୁଣାକର ଭୋଇ
ନିର୍ବାଚନ ମଣ୍ଡଳୀଭବାନୀପାଟଣା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୬ ସେପ୍ଟେମ୍ବର ୧୯୮୩(୧୯୮୩-୦୯-୦୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ
ଜୀବନ ସାଥୀଜମୁନା ଦେଇ
ତୁଳସା ଦେଓ
ବାପା/ବୋଉଝାଟି ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

ଜନାର୍ଦନ ମାଝି (ମୃତ୍ୟୁ: ୬ ସେପ୍ଟେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣାଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଜନାର୍ଦନ ମାଝିଙ୍କ ବାପାଙ୍କ ନାମ ଝାଟି ମାଝି ଓ ପତ୍ନୀଙ୍କ ନାମ ଜମୁନା ଦେଇ ଓ ତୁଳସା ଦେଓ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଜନାର୍ଦନ ମାଝି ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଜନାର୍ଦନ ମାଝି ୧୯୮୩ ମସିହାର ସେପ୍ଟେମ୍ବର ୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Janardan Majhi". odishaassembly.nic.in. Odisha Assembly. Retrieved 21 May 2021.