ଜନାର୍ଦ୍ଦନ ଦେହୁରୀ

ଉଇକିପିଡ଼ିଆ‌ରୁ
ଜନାର୍ଦ୍ଦନ ଦେହୁରୀ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା (ଉପ)
କାର୍ଯ୍ୟକାଳ
୧୯୯୮ – ୨୦୦୦
ପୂର୍ବ ଅଧିକାରୀଜୁଏଲ ଓରାମ
ପର ଅଧିକାରୀଦୟାନିଧି କିଷାନ
ନିର୍ବାଚନ ମଣ୍ଡଳୀବଣାଇ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ଜନାର୍ଦ୍ଦନ ଦେହୁରୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୮ ମସିହାରେ ହୋଇଥିବା ଉପ-ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଜନାର୍ଦ୍ଦନ ଦେହୁରୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Janardan Dehury". odishaassembly.nic.in. Odisha Assembly. Retrieved 23 August 2022.