ଜୈନ ଧର୍ମ
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ । [୧]
ତୀର୍ଥଙ୍କର
[ସମ୍ପାଦନା]ଜୈନମାନଙ୍କର ପରମ୍ପରା ଅନୁସାରେ ଜୈନଧର୍ମ ୨୪ ଜଣ ତୀର୍ଥଙ୍କର ବା ଅର୍ହତଙ୍କଦ୍ୱାରା ପ୍ରତିଷ୍ଠିତ ହୋଇଥିଲା । [୨]ସେମାନଙ୍କ ମଧ୍ୟରେ ଋଷଭନାଥ , ପାର୍ଶ୍ୱନାଥ ଓ ମହାବୀର ଯଥାକ୍ରମେ ପ୍ରଥମ,ତ୍ରେୟୋବିଂଶତିତମ ଏବଂ ଚତୁର୍ବିଂଶତିତମ ତୀର୍ଥଙ୍କର । ମହାବୀରଙ୍କ ଜନ୍ମର ପ୍ରାୟ ୨୫୦ ବର୍ଷ ପୂର୍ବେ ପାର୍ଶ୍ୱନାଥ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଧର୍ମୋପଦେଶ ଚାରୋଟି ନୀତି ଉପରେ ପ୍ରତିଷ୍ଠିତ , ଯଥା : - (୧) ଅହିଂସା , (୨) ସତ୍ୟ, (୩) ଅଚୌର୍ଯ୍ୟ ଏବଂ (୪) ଅପରିଗ୍ରହ[୩] , ଅର୍ଥାତ କାହାରିକୁ ହିଂସା କର ନାହିଂ,ମିଥ୍ୟା କହ ନାହିଁ,ଚୋରି କର ନାହିଁ ଏବଂ କୈଣସି ସମ୍ପତ୍ତି ପ୍ରତି ଆସକ୍ତି ରଖନାହିଁ । ଏହା ଚତୁର୍ଯ୍ୟାମ ଧର୍ମ ନାମରେ ଅଭିହିତ ।[୪]
ଆହୁରି ଦେଖନ୍ତୁ
[ସମ୍ପାଦନା]ଆଧାର
[ସମ୍ପାଦନା]- ↑ www.angelfire.com/co/jainism/mahavir.html
- ↑ http://www.religioustolerance.org/jainism.htm
- ↑ http://www.religioustolerance.org/jainism.htm
- ↑ "ଆର୍କାଇଭ୍ କପି". Archived from the original on 2012-12-13. Retrieved 2012-11-29.
{{cite web}}
: Cite has empty unknown parameter:|1=
(help)
ବାହାର ତଥ୍ୟ
[ସମ୍ପାଦନା]ଜୈନ ଧର୍ମ ବାବଦରେ ଉଇକିମିଡ଼ିଆର ସହଯୋଗୀ ପ୍ରକଳ୍ପଗୁଡ଼ିକରୁ ଅଧିକ ଜାଣନ୍ତୁ: | |
ଉଇକିଅଭିଧାନରେ ଶବ୍ଦାର୍ଥମାନ ଖୋଜନ୍ତୁ | |
କମନ୍ସରେ ଛବି ଓ ମିଡ଼ିଆସବୁ ଖୋଜନ୍ତୁ |
- ଜୈନ ଧର୍ମ at Curlie
- Jainworld - World's oldest Jain site
- Jainism at Florida International University Archived 2011-07-20 at the Wayback Machine.
- Ahimsa Times World's Leading Jain News e-letter
- Simplified Jainism in University of Michigan
- Jain University
- Jainpedia
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |