ଜ୍ୟୋତିନ୍ଦ୍ର ନାଥ ମିତ୍ର

ଉଇକିପିଡ଼ିଆ‌ରୁ
(ଜ୍ୟୋତିନ୍ଦ୍ରନାଥ ମିତ୍ରରୁ ଲେଉଟି ଆସିଛି)
ଜ୍ୟୋତିନ୍ଦ୍ର ନାଥ ମିତ୍ର
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀଦିଲ୍ଲୀପ ଶ୍ରୀଚନ୍ଦନ
ପର ଅଧିକାରୀରାଜେନ୍ଦ୍ର କୁମାର ସାହୁ
ନିର୍ବାଚନ ମଣ୍ଡଳୀଖୋର୍ଦ୍ଧା
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀରାଜେନ୍ଦ୍ର କୁମାର ସାହୁ
ନିର୍ବାଚନ ମଣ୍ଡଳୀଖୋର୍ଦ୍ଧା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1951-10-30) ୩୦ ଅକ୍ଟୋବର ୧୯୫୧ (ବୟସ ୭୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀମମତା ଦେ (ମାଆ)
ବାପା/ବୋଉଶ୍ୟାମ ମାଧବ ମିତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଜ୍ୟୋତିନ୍ଦ୍ର ନାଥ ମିତ୍ର (ଜନ୍ମ: ୩୦ ଅକ୍ଟୋବର ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଜ୍ୟୋତିନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୋର୍ଦ୍ଧା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଜ୍ୟୋତିନ୍ଦ୍ର ନାଥ ମିତ୍ର ୧୯୫୧ ମସିହାର ଅକ୍ଟୋବର ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଶ୍ୟାମ ମାଧବ ମିତ୍ର ଓ ପତ୍ନୀଙ୍କ ନାମ ମମତା ଦେ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଜ୍ୟୋତିନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Jyotirindra Nath Mitra". odishaassembly.nic.in. Odisha Assembly. Retrieved 1 June 2020.