ଜ୍ୟୋତିଷ ଚନ୍ଦ୍ର ଦାସ

ଉଇକିପିଡ଼ିଆ‌ରୁ
ଜ୍ୟୋତିଷ ଚନ୍ଦ୍ର ଦାସ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀବାସୁଦେବ ମହାପାତ୍ର
ପର ଅଧିକାରୀଉମେଶ ଚନ୍ଦ୍ର ସ୍ୱାଇଁ
ନିର୍ବାଚନ ମଣ୍ଡଳୀବାଲିକୁଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1954-02-25) ୨୫ ଫେବୃଆରୀ ୧୯୫୪ (ବୟସ ୭୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଲିପ୍ସା ଦାସ
ବାପା/ବୋଉନୃସିଂହ ଚରଣ ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ଜ୍ୟୋତିଷ ଚନ୍ଦ୍ର ଦାସ (ଜନ୍ମ: ୨୫ ଫେବୃଆରୀ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିକୁଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଜ୍ୟୋତିଷ ଚନ୍ଦ୍ର ଦାସ ୧୯୫୪ ମସିହାର ଫେବୃଆରୀ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୃସିଂହ ଚରଣ ଦାସ ଓ ପତ୍ନୀଙ୍କ ନାମ ଲିପ୍ସା ଦାସ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଜ୍ୟୋତିଷ ଚନ୍ଦ୍ର ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Jyotish Chandra Das". odishaassembly.nic.in. Odisha Assembly. Retrieved 11 May 2022.