Jump to content

ଜୟଦେବ ଠାକୁର

ଉଇକିପିଡ଼ିଆ‌ରୁ
ଜୟଦେବ ଠାକୁର
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୭
ପର ଅଧିକାରୀଭାନୁଗଙ୍ଗ ତ୍ରିଭୂବନ ଦେବ
ନିର୍ବାଚନ ମଣ୍ଡଳୀଦେବଗଡ଼
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ନିର୍ବାଚନ ମଣ୍ଡଳୀବାମଣ୍ଡା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1891-11-10)୧୦ ନଭେମ୍ବର ୧୮୯୧
ମୃତ୍ୟୁ୨୧ ଜାନୁଆରୀ ୧୯୭୩(1973-01-21) (ବୟସ ୮୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଗଣତନ୍ତ୍ର ପରିଷଦ
ଜୀବନ ସାଥୀସୁବର୍ଣ୍ଣୀ ଦେବୀ
ବାପା/ବୋଉବିଘ୍ନେଶ୍ୱର ଠାକୁର (ବାପା)
ବୃତ୍ତିରାଜନୀତିଜ୍ଞ

ଜୟଦେବ ଠାକୁର (୧୦ ନଭେମ୍ବର ୧୮୯୧ - ୨୧ ଜାନୁଆରୀ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଗଣତନ୍ତ୍ର ପରିଷଦଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାମଣ୍ଡାଦେବଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ଜୟଦେବ ଠାକୁର ୧୮୯୧ ମସିହାର ନଭେମ୍ବର ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଘ୍ନେଶ୍ୱର ଠାକୁର ଓ ପତ୍ନୀଙ୍କ ନାମ ସୁବର୍ଣ୍ଣୀ ଦେବୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୨]

ରାଜନୈତିକ ଜୀବନ

[ସମ୍ପାଦନା]

ଜୟଦେବ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୨]

ବିଧାନ ସଭା ସଭ୍ୟ ବିବରଣୀ

[ସମ୍ପାଦନା]
ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୫୨ ୧୯୫୭ ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା ବାମଣ୍ଡା ଗଣତନ୍ତ୍ର ପରିଷଦ
୧୯୫୭ ୧୯୬୧ ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା ଦେବଗଡ଼ ଗଣତନ୍ତ୍ର ପରିଷଦ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ଦେବଗଡ଼ ଗଣତନ୍ତ୍ର ପରିଷଦ

ମୃତ୍ୟୁ

[ସମ୍ପାଦନା]

ଜୟଦେବ ଠାକୁର ୧୯୭୩ ମସିହାର ଜାନୁଆରୀ ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା ।

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
  2. ୨.୦ ୨.୧ ୨.୨ "Shri Jayadev Thakur". odishaassembly.nic.in. Odisha Assembly. Retrieved 9 September 2020.