ଜୟନାରାୟଣ ମିଶ୍ର

ଉଇକିପିଡ଼ିଆ‌ରୁ
ଜୟନାରାୟଣ ମିଶ୍ର
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀରାସେଶ୍ୱରୀ ପାଣିଗ୍ରାହୀ
ନିର୍ବାଚନ ମଣ୍ଡଳୀସମ୍ବଲପୁର
ବିଧାୟକ: ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୧୪
ପୂର୍ବ ଅଧିକାରୀଦୁର୍ଗା ଶଙ୍କର ପଟ୍ଟନାୟକ
ପର ଅଧିକାରୀରାସେଶ୍ୱରୀ ପାଣିଗ୍ରାହୀ
ନିର୍ବାଚନ ମଣ୍ଡଳୀସମ୍ବଲପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1940-09-02) ୨ ସେପ୍ଟେମ୍ବର ୧୯୪୦ (ବୟସ ୮୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀସୁନନ୍ଦା ପାଣିଗ୍ରାହୀ
ବାପା/ବୋଉନୃସିଂହ ପାଣିଗ୍ରାହୀ (ବାପା)
ବୃତ୍ତିରାଜନୀତିଜ୍ଞ

ଜୟନାରାୟଣ ମିଶ୍ର (ଜନ୍ମ: ୨ ସେପ୍ଟେମ୍ବର ୧୯୪୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ, ୧୪ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଜୟନାରାୟଣ ୧୯୪୦ ମସିହାର ସେପ୍ଟେମ୍ବର ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୃସିଂହ ପାଣିଗ୍ରାହୀ ଓ ପତ୍ନୀଙ୍କ ନାମ ସୁନନ୍ଦା ପାଣିଗ୍ରାହୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବି.ଏ., ଏଲ୍.ଏଲ୍.ବି. ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଜୟନାରାୟଣ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Jayanarayan Mishra". odishaassembly.nic.in. Odisha Assembly. Retrieved 3 September 2020.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Jayanarayan Mishra-ସମ୍ପର୍କିତ ମିଡ଼ିଆ